Masthead

ନିର୍ବାଚନ ଡ୍ୟୁଟିରେ ଶିକ୍ଷକଙ୍କୁ କରୋନା, ଚାଲିଗଲା ୧୭ ଜୀବନ

ପାଟନା(ବଡ଼ ଖବର ବ୍ୟୁରୋ): କରୋନାରେ ୧୭ ଶିକ୍ଷକଙ୍କ ମୃତ୍ୟୁ । ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ କରୋନାରେ ଆକ୍ରାନ୍ତ ହୋଇ ୧୭ ଶିକ୍ଷକଙ୍କ ମୃତ୍ୟୁ ହୋଇଛି । ଏପ୍ରିଲରେ ଅନୁଷ୍ଠିତ ମୁନିସିପାଲ ନିର୍ବାଚନରେ ଏହି ଶିକ୍ଷକମାନଙ୍କୁ ନିଯୁକ୍ତି ଦିଆଯାଇଥିଲା । ନିର୍ବାଚନ ପରେ ଶିକ୍ଷକମାନେ କରୋନାରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ ।

ପରେ ସେମାନଙ୍କର ମୃତ୍ୟୁ ହୋଇଥିବା ଜିଲ୍ଲାପାଳ କ୍ର୍ରିଷନ ଚୈତନ୍ୟ କହିଛନ୍ତି । ସରକାରୀ ନିୟାମକ ଅନୁସାରେ ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ ପାଇଁ ଉଦ୍ୟମ ଚାଲିଛି ବୋଲି ଜିଲ୍ଲାପାଳ କହିଛନ୍ତି । ଜିଲ୍ଲାପାଳ କହିଛନ୍ତି, ନିର୍ବାଚନ ପରିଚାଳନାରେ ନିୟୋଜିତ ଅନ୍ୟ ୭ଜଣ କର୍ମଚାରୀଙ୍କର ମଧ୍ୟ କରୋନାରେ ମୃତ୍ୟୁ ହୋଇଛି । ସେମାନଙ୍କ ପରିବାରକୁ ମଧ୍ୟ ସରକାରୀ ସହାୟତା ପ୍ରଦାନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ