Masthead

ଆରବସାଗରରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ, ପହଞ୍ଚିଲା ଶବ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଆରବସାଗରରେ ଜାହାଜ ବୁଡ଼ି ଘଟଣାରେ ଓଡ଼ିଆ ଯୁବକ ମୃତ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ଓଡିଶାରେ ପହଞ୍ଚିଲା ଶବ । ସାମୂଦ୍ରିକ ବାତ୍ୟା ତାଉତେ ପ୍ରଭାବରେ ମୁମ୍ବାଇ ଠାରୁ ୬୫ କିମି ଦୂରରେ ଥିବା ଆରବ ସାଗରରେ ପଣ୍ୟବାହୀ ଜାହାଜ (ପି.୩୦୫) ଘଟଣାର ମାସୁ ଆସୋସିଏଟର ସଂସ୍ଥାରେ କାର୍ଯ୍ୟରତ ସୁପରଭାଇଜର ଓଡ଼ିଆ ଯୁବକ ଗୋଲେଖ ସାହୁଙ୍କର ମୃତ୍ୟୁ ହୋଇଥିଲା ଗୋଲେଖଙ୍କ ଘର ହେଉଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସି ଅନ୍ତର୍ଗତ କିସ୍ମତ ଗ୍ରାମରେ ।

ଗୋଲେଖ ପରିବାର ଲୋକେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅନୁରୋଧ କରିବା ପରେ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମର ଶରୀର ଓଡ଼ିଶାରେ ପହଞ୍ଚିଥିଲା । ପରେ ବିଳମ୍ବିତ ରାତିରେ ତାଙ୍କର ଶେଷକୃତ ସମ୍ପନ୍ନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ବିହାର ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା 🔴 କଟକ ସହରରେ କର୍ଫ୍ୟୁ 🔴 ୨୦ ଜିଲ୍ଲାକୁ ସତର୍କ