ଫ୍ରି-ଫାୟାର ଖେଳ ନେଲା ଜୀବନ

ବାସୁଦେବପୁର(ବଡ଼ ଖବର ବ୍ୟୁରୋ): ଫ୍ରି‐ଫାୟାର ଗେମ୍ ଖେଳିବା କାଳ ହେଲା । ବେକରେ ରସି ଲଗାଇ ଯୁବକଙ୍କ ଆତ୍ମହତ୍ୟା ।ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ବାରୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତ ଗଦି ଗ୍ରାମରେ । ଗଦି ଗ୍ରାମର ନରହରି ନାୟକଙ୍କ ୨୨ ବର୍ଷର ପୁଅ ଶ୍ରୀତମ ରାତିରେ ୨ଜଣ ସାଙ୍ଗଙ୍କ ସହ ମୋବାଇଲରେ ଫ୍ରି‐ଫାୟାର ଗେମ୍ ଖେଳୁଥିଲେ।କୌଣସି କାରଣରୁ ରାତିରେ ଶୋଇଥିବା ଘର ଆଗରେ ଥିବା ଗୋଟିଏ ଗଛରେ ରଶିରେ ଝୁଲୁ ଥିବାର ଭୋର ସମୟରେ ସାଙ୍ଗମାନେ ଦେଖିବାକୁ ପାଇଥିଲେ।

ପରେ ସାଙ୍ଗମାନେ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିଲୋକ ଲୋକେ ପହଁଚି ଶ୍ରୀତମଙ୍କୁଉଦ୍ଧାର କଲା ବେଳକୁ ପ୍ରଣବାୟୁ ଚାଲିଥିଲା ।ଘଟଣା ସ୍ଥଳରେ କଶିଆ ସାମୁଦ୍ରିକ ଥାନା ପୋଲିସ ପହଁଚି ଶବ ଜବତ କରିବା ସହ ଘଟଣାର ତନ୍ଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’