Masthead

ବ୍ଲାକ ଫଙ୍ଗସକୁ ନେଇ ଆସିଲା ବିରଳ ଘଟଣା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ମହାମାରୀ କରୋନାର ଦ୍ୱିତୀୟ ଲହର ଏବେ ଚିନ୍ତା ବଢ଼ାଇ ଥିବାବେଳେ ବ୍ଲାକ ଫଙ୍ଗସକୁ ନେଇ ଆହୁରି ଚିନ୍ତା ବଢ଼ିଛି। ଅନେକ ରାଜ୍ୟ ଏହି ରୋଗକୁ ମହାମାରୀ ଘୋଷଣା କରି ସାରିଲେଣି। ଏସବୁ ଭିତରେ ବ୍ଲାକ ଫଙ୍ଗସକୁ ନେଇ ଚକିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ସ୍ଥିତ ସାର ଗଙ୍ଗାରାମ ହସ୍ପିଟାଲରେ ବ୍ଲାକ ଫଙ୍ଗସକୁ ନେଇ ଏହି ବିରଳ ଘଟଣା ସାମ୍ନାକୁ ଆସିଛି। ମେଡିକାଲ ପରୀକ୍ଷଣରୁ ଜଣାପଡ଼ିଛି, ରୋଗୀଙ୍କ ଶରୀରର କ୍ଷୁଦ୍ର ଅନ୍ତଯନଳୀରେ ବ୍ଲାକ ଫଙ୍ଗସ ସଂକ୍ରମଣ ଦେଖିବାକୁ ମିଳିଛି।

ସିଟି ସ୍କାନ ପରେ ଏହା ଜଣାପଡ଼ିଛି। ଗଙ୍ଗାରାମ ହସ୍ପିଟାଲର ୨ଜଣ ରୋଗୀଙ୍କ ଶରୀରର କ୍ଷୁଦ୍ର ଅନ୍ତଯନଳୀରେ ବ୍ଲାକ ଫଙ୍ଗସ ସଂକ୍ରମଣ ଦେଖିବାକୁ ମିଳିଛି। ଯାହାକୁ ନେଇ ଚିନ୍ତା ବଢ଼ିଛି। ଡାଇବେଟିସ ରୋଗରେ ଆକ୍ରାନ୍ତ ଥିବା ଏହି ଦୁଇ ରୋଗୀଙ୍କ ବୟସ ୫୬ ଓ ୬୮ ବର୍ଷ ବୋଲି ଜଣାପଡ଼ିଛି। ଉଭୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏମାନଙ୍କ ମଧ୍ୟରୁ ଜଣଙ୍କୁ ଷ୍ଟେରଏଡ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ