Masthead

ଭୟଙ୍କର ହେଉଛି ‘ୟାଶ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଅବପାତ ଗଭୀର ଅବପାତରେ ପରିଣତ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ ରୂପ ନେଲା । ଗଭୀର ଅବପାତ କିଛି ସମୟ ପରେ ବାତ୍ୟାରେ ପରିଣତ ହେବ । ପାରାଦୀପ ଠାରୁ ୫୪୦ କିମି ଦକ୍ଷିଣ ଦକ୍ଷିଣ-ପୂର୍ବରେ ରହିଛି । ବାଲେଶ୍ୱର ଠାରୁ ୬୫୦ କିମି ଦକ୍ଷିଣ ଦକ୍ଷିଣ-ପୂର୍ବରେ ରହିଛି ଏହି ବାତ୍ୟା । ଦୀଘାଠାରୁ ୬୫୦ କିଲୋମିଟରର ଦୂରରେ ରହିଛି ବାତ୍ୟାର ଅବସ୍ଥିତି । ୬ଘଣ୍ଟା ହେଲା ଘଣ୍ଟା ପ୍ରତି ୪କିମି ବେଗରେ ଗତି କରୁଛି । ୨୬ସକାଳେ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ପହଞ୍ଚିବ । ୨୬ ସନ୍ଧ୍ୟାରେ ପାରାଦୀପ-ସାଗର ଦୀପ ମଧ୍ୟରେ ଲ୍ୟାଣ୍ଡଫଲ୍ ।

ଲ୍ୟାଣ୍ଡଫଲ ବେଳେ ଘଣ୍ଟାପ୍ରତି ୧୫୫ରୁ ୧୬୫ କିମି ବେଗରେ ପବନ ବହିବ । ଆଜି ସନ୍ଧ୍ୟାରୁ ଉପକୂଳରେ ୪୦-୫୦ କିମି ବେଗରେ ପବନ ବହିବ । ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖରେ ୧୨ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । କାଲିଠାରୁ ୧୧ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ । ୮ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିଂହପୁର, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ । ଅନ୍ୟ ୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ । ୩ ଜିଲ୍ଲା- ମୟୁରଭଞ୍ଜ, ଢେଙ୍କାନାଳ ଓ ଗଞ୍ଜାମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ