ଦିନକୁ ଦିନ ରେକର୍ଡ଼ ସୃଷ୍ଟି କରୁଛି ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରତିଦିନ ରାଜ୍ୟରେ ନୂଆ ନୂଆ ମୃତ୍ୟୁ ରେକର୍ଡ଼ ସୃଷ୍ଟି କରୁଛି କୋଭିଡ଼ ସଂକ୍ରମଣ । ଆଜି ରାଜ୍ୟରେ ୩୨ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୧୬କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ ମୃତ୍ୟୁ ବରଣ କରିଥିବା ବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲଶରୁ ୩ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ନବରଙ୍ଗପୁର, ପୁରୀ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଓ ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ