Masthead

‘ୟାଶ’ ପ୍ରସ୍ତୁତିର ସମୀକ୍ଷା କଲେ ଗୃହମନ୍ତ୍ରୀ ଅମିତ ଶାହ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମାଡ଼ିଆସୁଛି ବାତ୍ୟା ‘ୟାଶ’ । ଏହାର ମୁକାବିଲା ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି । ଆଜି ବାତ୍ୟାର ସମୀକ୍ଷା କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ପ୍ରଭାବିତ ହେବାକୁ ଥିବା ୩ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଶାହ । ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବାତ୍ୟାର ସମୀକ୍ଷା କରିଛନ୍ତି ଶାହ ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ, ଏସଆରସି ଓ ଅନ୍ୟାନ୍ୟ ଅଧିକାରୀ ମଧ୍ୟ ଉପସ୍ଥିତ ରହିଥିଲେ । ଏଥିରେ ଅକ୍ସିଜେନ ଓ ଟିକା ଯୋଗାଣକୁ ବିଶେଷ ଗୁରୁତ୍ୱ ଦେଇଛନ୍ତି ଶାହ । ସେହିପରି ବିଦ୍ୟୁତ କଟିଲେ ଏହାର ବିକଳ୍ପ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ