Masthead

ଜେନେରେଟର ଚଲାଇବା ଉପରେ କଟକଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୭ ତାରିଖ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବ୍ୟବହାର କରିପାରିବେନି ଡିଜି ଓ ଜେନେରେଟର । ବାତ୍ୟା ପରବର୍ତ୍ତୀ ସମୟରେ ବିଦ୍ୟୁତ ଖୁଣ୍ଟିର ପୁନରୁଦ୍ଧାର ଓ ମରାମତି କାର୍ଯ୍ୟରେ ନିୟୋଜିତ ହେବେ ବିଦ୍ୟୁତ କର୍ମୀ । ଅନେକ ଲୋକ ମେନ୍ ସ୍ୱିଚ ବନ୍ଦ ନକରି ଡିଜି ଓ ଜେନେରେଟର ବ୍ୟବହାର କରୁଛନ୍ତି ।

ତେଣୁ ଡିଜି ବା ଜେନେରେଟରରୁ କରେଣ୍ଟ ବ୍ୟାକ ହୋଇ ବିଦ୍ୟୁତ କର୍ମୀଙ୍କୁ ଆଘାତ ଲାଗିପାରେ । ଦୁର୍ଘଟଣାକୁ ଏଡ଼ାଇବାକୁ ଜେନେରେଟର ଓ ଡିଜି ବ୍ୟବହାର ନକରିବାକୁ ଏଭଳି ପଦକ୍ଷେପ ନିଆଯାଇଛି । ଏନେଇ ଘୋଷଣା କରିଛନ୍ତି ଏସଆରସି । ନିୟମ ଭାଙ୍ଗିଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ସାରା ରାଜ୍ୟରେ ଲାଗୁ ହେବ ଏହି ନିୟମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ