Masthead

ଶ୍ରୀମନ୍ଦିରରେ ଉଡ଼ିଲା ବାନା ଧବଳ, ବର୍ଷା ହେବ ପ୍ରବଳ

ପୁରୀ(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଏହି ଲୋକ କଥା ରହିଛି ଯେ, ଶ୍ରୀମନ୍ଦିରରେ ଧଳା ରଙ୍ଗର ବାନା ଲାଗିଲେ ବର୍ଷା ପ୍ରବଳ ହୋଇଥାଏ । ଏହା ଏପରି ନୁହେଁ ଯେ, ବର୍ଷା ହେବାର ଜାଣି ମନ୍ଦିର ପ୍ରଶାସନ ବା ସେବକମାନେ ଏହି ବାନା ଲଗାନ୍ତି । ଲଟେରି ମାଧ୍ୟମରେ ଯେଉଁ ବାନା ସ୍ଥିରିକୃତ ହୋଇଥାଏ ସେହି ବାନା ହିଁ ଲାଗିଥାଏ ।

ଆଉ ଏପରି ସଂଯୋଗ ଭିତରେ ଆଜି ଶ୍ରୀମନ୍ଦିରରେ ଧଳା ରଙ୍ଗର ବାନା ଉଡ଼ୁଛି । ଆଉ ଏପଟେ ରାଜ୍ୟକୁ ମୁହାଁଉଛି ପ୍ରଳୟଙ୍କରୀ ବାତ୍ୟା ‘ୟାଶ୍’ । ଯାହାର ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ପ୍ରବଳରୁ ଅତିପ୍ରବଳ ବର୍ଷା । ଯାହାକୁ ଆଗରୁ ଶ୍ରୀମନ୍ଦିର ବାନା ସୂଚନା ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା