Masthead

୨୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ବିମାନ ଉଡାଣ ବନ୍ଦ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ବାତ୍ୟା ‘ୟାଶ’ ଏବେ ଉତ୍ତର-ପଶ୍ଚିମ ଦିଗକୁ ଭୟଙ୍କର ଭାବେ ଗତି କରୁଛି । ଘଣ୍ଟାକୁ ଉପକୂଳ ମୁହାଁ ୧୫ କିମି ବେଗରେ ଗତି କରୁଛି ।

ବାତ୍ୟା ‘ୟାଶ୍’ କୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ମଙ୍ଗଳବାର ରାତି ୧୧ ଟାରୁ ବିମାନ ଚଳାଚଳ ସ୍ଥଗିତ ରଖାଯାଇଛି । ଏନେଇ ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି ରାଓ ସୂଚନା ଦେଇଛନ୍ତି । ସେ କହିଛନ୍ତି ବାତ୍ୟାକୁ ନଜରରେ ରଖି ସତର୍କତାମୂଳକ ପଦକ୍ଷେପ ନିଆଯାଇଛି ।

ଆସନ୍ତା ମେ ୨୭ ତାରିଖ ସକାଳ ୫ଟା ପର୍ୟ୍ୟନ୍ତ ବିମାନ ବନ୍ଦର ବନ୍ଦ ରହିବ। ଭାରତୀୟ ପାଣିପାଗ ବିଭାଗର ବାତ୍ୟା ପୂର୍ବାନୁମାନ ଆଧାରରେ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ସେ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ