Masthead

ଭୟଙ୍କର ଗର୍ଜନ କରି ମାଡି ଆସୁଛି ‘ୟାଶ’

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଭୟଙ୍କର ଗର୍ଜନ କରି ଆଗକୁ ଆଗକୁ ମାଡ଼ି ଆସୁଛି ବାତ୍ୟା ‘ୟାଶ୍’ । ଦୂରତା ଯେତିକି କମୁଛି, ମନରେ ଭୟ ସେତିକି ବଢୁଛି । ବାତ୍ୟା ପ୍ରଭାବରେ ଉପକୂଳ ଅଞ୍ଚଳରେ ପବନର ବେଗ ବଢିବାରେ ଲାଗିଛି । ତା’ସାଙ୍ଗକୁ ବର୍ଷା ବି ବଢ଼ିବାରେ ଲାଗିଛି । ବୁଧବାର ଭଦ୍ରକ-ବାସୁଦେବପୁରରୁ-ବାହାନାଗା ମଧ୍ୟରେ ଲ୍ୟାଣ୍ଡଫଲ କରିବାର ଆଶଙ୍କା ରହିଛି ।

ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୧୪୦ରୁ ୧୫୫ କିଲୋମିଟର ରହିବ । ଲ୍ୟାଣ୍ଡଫଲ ସମୟରେ ଘଣ୍ଟା ପ୍ରତି ୧୮୦ କିଲୋମିଟର ବେଗରେ ରହିପାରେ ପବନର ବେଗ । ବୁଧବାର ଭୋର ୪ଟାରୁ ସକାଳ ୮ଟା ଭିତରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ଆଶଙ୍କା ରହିଛି । କିଛିକିଛି ସ୍ଥାନରେ ୪ ମିଟର ପର୍ୟ୍ୟନ୍ତ ଜୁଆର ଉଠିବା ମଧ୍ୟ କୁହାଯାଉଛି । ଖାସକରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବାତ୍ୟା ପ୍ରଭାବ ଦେଖିବାକୁ ମିଳବ ବୋଲି କହିଛନ୍ତି ଏସଆରସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା