Masthead

୨୭ ଯାଏଁ କୋଭିଡ୍ ଟେଷ୍ଟିଂ ଓ ଟିକାକରଣ ବନ୍ଦ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ବାତ୍ୟା ‘ୟାଶ୍’ ପାଇଁ ୬ ଜିଲ୍ଲାରେ ୨୭ ଯାଏଁ ବନ୍ଦ ରହିବ ଟିକାକରଣ । ମଙ୍ଗଳବାର ଠାରୁ ୨୭ ତାରିଖ ଯାଏଁ ୬ଟି ଜିଲ୍ଲାରେ କୋଭିଡ୍ ଟେଷ୍ଟିଂ ଓ ଟିକାକରଣ ବନ୍ଦ ରହିବ ।

ସେହିପରି ଡୋର୍ ଟୁ ଡୋର୍ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କାମ ବି ବନ୍ଦ ରହିବ । ଏନେଇ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, କଟକ, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ ଓ ଖୋର୍ଦ୍ଧା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି