Masthead

ରାଜ୍ୟରେ ୧୧ ହଜାର ୬୨୩ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୁଇ ଦୁଇଟି ବିପଦ ସହ ଜୁଛି ହେଉଛି ରାଜ୍ୟ । ସେପଟେ ବାତ୍ୟା ୟାଶର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ରାଜ୍ୟରେ ଗତ୨୪ ଘଣ୍ଟାରେ ଆଉ ୧୧ ହଜାର ୬୨୩ ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୬୫୦୯, ଲୋକାଲ କେସ ୫୧୧୪, ଖୋର୍ଦ୍ଧାରୁ ସର୍ବାଧିକ ୨୦୨୧ ଆକ୍ରାନ୍ତ ଚିହ୍ନଟ ।

କଟକରୁ ୯୯୮, ଅନୁଗୁଳରୁ ୮୨୩, ସୁନ୍ଦରଗଡ଼ରୁ ୬୯୯, ଯାଜପୁରରୁ ୫୬୦, ବାଲେଶ୍ୱରରୁ ୫୦୮, ଭଦ୍ରକରୁ ୪୬୧, ଢେଙ୍କାନାଳରୁ ୪୪୧, କଳାହାଣ୍ଡିରୁ ୩୫୨, ଷ୍ଟେଟପୁଲରୁ ୩୩୮ । ୨୪ ଘଣ୍ଟାରେ ସୁସ୍ଥ ହେଲେ ଆଉ ୧୧ ହଜାର ୭୬୯ ଆକ୍ରାନ୍ତ । ତେବେ ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୨୬ ହଜାର ୩ରେ ପହଞ୍ଚିଛି । ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୧୨ ହଜାର ୯୯୩ । ଏବେବି ସାରା ରାଜ୍ୟରେ ୧ ଲକ୍ଷ ୧୦ ହଜାର ୩୭୩ ସକ୍ରିୟ ମାମଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ