Masthead

ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶେଷ ହେଲା ବାତ୍ୟା ‘ୟାଶ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା । ବାଲେଶ୍ୱର ବାହାନଗା ମଧ୍ୟରେ ଶେଷ ହେଲା ଲ୍ୟାଣ୍ଡଫଲ । ଲ୍ୟାଣ୍ଡଫଲ ବେଳେ ବିଶେଷ କ୍ଷୟକ୍ଷତି ହୋଇନି । ରେମୁଣା-ବାହାନଗା ମଧ୍ୟରେ ଲ୍ୟାଣ୍ଡଫଲ । ନୀଳଗିରି ଅଞ୍ଚଳରେ ଉପୁଡ଼ିଛି ଅଧିକ ଗଛ । ଶିମିଳିପାଳରେ ପ୍ରବଳ ବର୍ଷା ହୋଇଛି ।

୪ମିଟର ଉଚ୍ଚରେ ଉଠିଛି ଜୁଆର । ବାଲେଶ୍ୱରର କିଛି ଅଞ୍ଚଳରେ ସମୁଦ୍ରପାଣି ପଶିଛି । ଭଦ୍ରକର କିଛି ଅଞ୍ଚଳରେ ସମୁଦ୍ର ପାଣି ପଶିଛି । ନଦୀବନ୍ଧ ଅଞ୍ଚଳରେ ବୈଷୟିକ ଟିମ । ମୟୂରଭଞ୍ଜ ଜିଲ୍ଲାରେ ଉପୁଡ଼ିବ ଅଧିକ ଗଛ । ଆସନ୍ତା ୧୨ଘଣ୍ଟା ମୟୂରଭଞ୍ଜ ପାଇଁ ଗୁରୁତ୍ୱପୂର୍ଣ୍ଣ । ମୟୂରଭଞ୍ଜରେ ପବନର ବେଗ ରହିବ ଘଣ୍ଟାପ୍ରତି ୧୦୦ କିଲୋମିଟର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ