Masthead

ବାତ୍ୟା ପ୍ରଭାବରେ ୨ମୃତ

କେନ୍ଦୁଝର/ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ୟାଶ ପ୍ରଭାବରେ ଓଡ଼ିଶାରେ ଦୁଇ ଜଣ ମୃତ । ଦୁଇଜଣଙ୍କ ଉପରେ ଗଛ ପଡ଼ିଯିବା କାରଣରୁ ସେମାନଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି । ବାଲେଶ୍ୱରରେ ହିଟ ହୋଇଥିବା ବାତ୍ୟା ‘ୟାଶ’ ପ୍ରଭାବରେ ବାଲେଶ୍ୱର ଓ କେନ୍ଦୁଝରରୁ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି ।

ବାଲେଶ୍ୱରରେ ବାତ୍ୟା ‘ୟାଶ’ର ତାଣ୍ଡବ ଦେଖିବାକୁ ମିଳିଥିବା ବେଳେ ଏଥିରୁ ବର୍ତ୍ତିନି କେନ୍ଦୁଝର । ତେବେ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଥିଲା । ତଳିଆ ଅଞ୍ଚଳରୁ ଲୋକମାନଙ୍କୁ ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସା ପାଇଁ ମଧ୍ୟ ବ୍ୟାପକ ପ୍ରସ୍ତୁତି ହୋଇଥିଲା । ତଥାପି ଅମାନିଆ ହୋଇ ବାହାରେ ବୁଲିଥିବା କାରଣରୁ ଗଛ ପଡ଼ି ଏହି ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ 🔴 ପୀତବାସ ପଣ୍ଡାଙ୍କୁ ଦେଶୀ ବନ୍ଧୁକରୁ ଗୁଳି ମାଡ଼! 🔴 ଆଜି ବିଜେପିର କୋର କମିଟି ବୈଠକ 🔴 ଆଜି ବି ବର୍ଷିବ 🔴 ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ; ୩ ଶ୍ରମିକ ମୃତ 🔴 ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ 🔴 କଟକକୁ ଫେରୁଛି ଶାନ୍ତି 🔴 ୩ ଦିନ ଘଡ଼ଘଡ଼ି ସହ ବର୍ଷା 🔴 ବିଜେପି ନେତାଙ୍କୁ ଗୁଳିମାଡ 🔴 ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା 🔴 ୧୪ ଜିଲ୍ଲାକୁ ସତର୍କ