Masthead

ଫୁଲୁଛି ବୈତରଣୀ ନଦୀ

ଆନନ୍ଦପୁର(ବଡ଼ ଖବର ବ୍ୟୁରୋ): ସାମୁଦ୍ରିକ ଝଡ଼ ୟାଶ ପ୍ରଭାବରେ ବୈତରଣୀ ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଆନନ୍ଦପୁରରେ ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଏଠାରେ ନଦୀର ବିପଦ ସଙ୍କେତ ୩୭ ଦଶମିକ ୪୪୦ ମିଟର ଥିବା ବେଳେ ଏବେ ଜଳସ୍ତର ରହିଛି ୩୮ ଦଶମିକ ୨୯୦ ମିଟର ।

ସେପଟେ ବିପଦ ଟଳିଥିବା କହିଛନ୍ତି ଏସଆରସି ପ୍ରଦୀପ ଜେନା । ମାତ୍ର ବର୍ଷା ଜାରି ରହିଛି । ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି ବୋଲି ଏସଆରସି ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ୟାସ ପ୍ରଭାବିତ ଅଞ୍ଚଳରେ ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ