Masthead

ଦୁର୍ବଳ ହୋଇ ଅବପାତରେ ପରିଣତ ହେଲା ‘ୟାଶ୍’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି ବାତ୍ୟା ୟାଶ । ବୁଧବାର ବାଲେଶ୍ୱରରୁ ମୟୁରଭଞ୍ଜ ଦେଇ ଝାଡଖଣ୍ଡ ମୁହାଁ ହୋଇଛି ବାତ୍ୟା । ତେବେ ଏହା ପ୍ରଭାବରେ ଆଜି ସୁନ୍ଦଗଡ଼ ଓ ଦେଓଗଡ଼ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି । ଓଡ଼ିଶାରେ କ୍ଷୟକ୍ଷତି ହୋଇଥିଲେ ସୁଦ୍ଧା ଓଡିଶା ଏକ ବଡ଼ ବିପଦରୁ ଟଳି ଯାଇଥିବା କୁହାଯାଇଛି । ବାତ୍ୟାର ପ୍ରଭାବରେ ଧନଜୀବନ ହାନିର ଯେତେ ବଡ଼ ଆଶଙ୍କା କରାଯାଉଥିଲା, ସେତେ ବଡ଼ ଧରଣର କ୍ଷୟକ୍ଷତି ହୋଇନାହିଁ ।

ବାତ୍ୟା ପୂର୍ବରୁ ପ୍ରଶାସନର ସତର୍କତା ଏବଂ ଜନସାଧାରଣଙ୍କ ସଚେତନତା ପାଇଁ ୟାଶ ଭଳି ଏକ ବଡ଼ ବିପର୍ଯ୍ୟୟର ମୁକାବିଲା କରିବାରେ ସହାୟକ ହୋଇଛି । ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁରରେ ବିଶେଷ କ୍ଷୟକ୍ଷତି ହୋଇନଥିବା ବେଳେ କିଛି ସ୍ଥାନରେ ଗଛ ଉପୁଡି ପଡିଛି । ଭଦ୍ରକ ଓ ବାଲେଶ୍ୱରରେ ୟାଶ ପ୍ରଭାବ ବେଶି ଅନୁଭତ ହୋଇଥିବା ବେଳେ ପବନ କମିଥିବାରୁ ପୁନରୁଦ୍ଧାର କାମ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ