Masthead

ଶତାଧିକ ଲୋକ ଜଳବନ୍ଦୀ

ସୋର(ବଡ଼ ଖବର ବ୍ୟୁରୋ): ବାତ୍ୟା ୟାଶର ପ୍ରଭାବରେ ୪ ଗାଁର ଶତାଧିକ ଲୋକ ଜଳବନ୍ଦି । ଓଡ୍ରାଫ୍ ଟିମର ରିଲିଫ ଓ ଉଦ୍ଧାର କାର୍ୟ୍ୟ ଜାରି । ବାଲେଶ୍ବର ଜିଲ୍ଲା ସୋର ବ୍ଲକ୍ ତଳନଗର ପଞ୍ଚାୟତରେ ଥିବା ୪ଟି ତଳିଆ ଅଞ୍ଚଳ ଗାଁର ୫୦୦ ରୁ ଉର୍ଦ୍ଧ୍ବ ଲୋକ ଜଳବନ୍ଦୀ ହୋଇଥିବା ବେଳେ ସେହି ଗାଁରେ ଓଡ୍ରାଫ ଟିମର ୩୨ ଜଣିଆ ଟିମ ବୋଟ ସାହାଯ୍ୟରେ ପହଞ୍ଚି ରିଲିଫ୍ ଓ ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି ।

ଗତ କାଲି ଠାରୁ ପ୍ରବଳ ବର୍ଷା ଯୋଗୁଁ ୪ ଟି ଗାଁର ଲୋକ ଜଳବନ୍ଦୀ ହୋଇ ରହିଥିଲେ । ଆଜି ପ୍ରଶାସନ ପକ୍ଷରୁ ଶୁଖିଲା ଖାଦ୍ୟ, ପାଣି ଓ ଓୌଷଧ ଯୋଗାଇ ଦେବା ସହ ଉଦ୍ଧାର ମଧ୍ୟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି