Masthead

ଶ୍ରୀମନ୍ଦିରରେ ରକ୍ତ ଛିଟା

ପୁରୀ(ବଡ଼ ଖବର ବ୍ୟୁରୋ):ଶ୍ରୀମନ୍ଦିରରେ ଅଘଟଣ । ଗର୍ଭଗୃହରେ ମଣିଷ ରକ୍ତର ଛିଟା । ମହାପ୍ରଭୁଙ୍କର ହେବ ବଡ଼ ମହାସ୍ନାନ । ସୁଆର ସେବାୟତ ଯାତ ଭୋଗ ନେଇ ଯିବା ସମୟରେ ରତ୍ନବେଦୀ ନିକଟରେ ପଡିଯାଇଥିଲେ ।

ମୁଣ୍ଡରେ ଗଭୀର ଆଘାତ ଲାଗି ଫାଟିଯାଇଥିଲା । ପଡିଥିଲା ରକ୍ତ । ଭୋଗ ମାରା ହୋଇଯାଇଥିଲା । ରୀତିନୀତି ଅନୁସାରେ ଯାତଭୋଗ ପୋତା ହେବ । ମହାପ୍ରଭୁଙ୍କର ମଡ଼ ମହାସ୍ନାନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ 🔴 ୫ଦିନ ଯାଏ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴  ଗିରଫ ହେଲେ ସିଆର୍ପିଏଫ କର୍ମଚାରୀ 🔴 ଭାରତରେ ଲଞ୍ଚ୍ ହେବ ସାଟେଲାଇଟ୍ ଇଣ୍ଟରନେଟ୍ 🔴 ରଥଯାତ୍ରାକୁ ଆସିବେ ମୋଦି! 🔴 ବଢ଼ୁଛି କୋଭିଡ୍, ୧ହଜାରରୁ ଉର୍ଦ୍ଧ ଟପିଲାଣି ଆକ୍ରାନ୍ତଙ୍କ ସଂଖ୍ୟା 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ 🔴 ୫ଦିନ ଯାଏ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴  ଗିରଫ ହେଲେ ସିଆର୍ପିଏଫ କର୍ମଚାରୀ 🔴 ଭାରତରେ ଲଞ୍ଚ୍ ହେବ ସାଟେଲାଇଟ୍ ଇଣ୍ଟରନେଟ୍ 🔴 ରଥଯାତ୍ରାକୁ ଆସିବେ ମୋଦି! 🔴 ବଢ଼ୁଛି କୋଭିଡ୍, ୧ହଜାରରୁ ଉର୍ଦ୍ଧ ଟପିଲାଣି ଆକ୍ରାନ୍ତଙ୍କ ସଂଖ୍ୟା