Masthead

ଦିନକରେ ସଢ଼େ ସାତ ଶହ ‘ୟାଶ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଜନ୍ମନେଲେ ୭୫୦ ୟାଶ । ସାମୁଦ୍ରିକ ଝଡ଼ ୟାଶ ଆସିବା ପୂର୍ବରୁ ଉପକୂଳବର୍ତ୍ତୀ ୧୦ ଜିଲ୍ଲାର ୪୫୫୫ ଗର୍ଭବତୀଙ୍କୁ ଆଗୁଆ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

୨୪ ତାରିଖରେ ୨୧୦୭ ଆସନ୍ନ ପ୍ରସବା ବି ମେଡିକାଲରେ ଭର୍ତ୍ତି ହୋଇଥିଲେ । ୟାସ ପ୍ରଭାବରେ ଝଡବର୍ଷା ଲାଗିରହିଥିବା ବେଳେ ୨୫ ଓ ୨୬ରେ ୭୫୦ ଶିଶୁ ଜନ୍ମ ହୋଇଛନ୍ତି । ସମସ୍ତ ନବଜାତନଙ୍କ ନାମ ୟାଶ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ