Masthead

କମୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା, ୫୨ ଦିନ ମଧ୍ୟରେ ଆଜିର ସଂକ୍ରମଣ ସର୍ବନିମ୍ନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ୧ଲକ୍ଷ ୫୨ହଜାର ୭୩୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୫୨ ଦିନ ମଧ୍ୟରେ ଆଜିର ସଂକ୍ରମଣ ସର୍ବନିମ୍ନ ରହିଥିବା ସୂଚନା ମିଳିଛି । ସେହିପରି ୨୪ଘଣ୍ଟା ମଧ୍ୟରେ ମୃତ୍ୟୁ ସଂଖ୍ୟା ୩ହଜାର ୧୨୮ ରେକର୍ଡ଼ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୦ଲକ୍ଷ ୪୭ହଜାର ୫୩୪କୁ ପହଞ୍ଚିଛି ।

ସେହିପରି ମୃତ୍ୟୁ ସଂଖ୍ୟା ୩ଲକ୍ଷ ୨୯ହଜାର ୧୦୦ରେ ପହଞ୍ଚିଛି । ସେପଟେ ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ପେରିଛନ୍ତି ୨ଲକ୍ଷ ୩୮ହଜାର ୨୨ । ଏହାକୁ ମିଶାଇ ଦେଶରେ ସମୁଦାୟ ୨କୋଟି ୫୬ଲକ୍ଷ ୯୨ହଜାର ୩୪୨ରେ ପହଞ୍ଚିଛି । ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୦,୨୬,୦୯୨।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା