Masthead

ଦିଲ୍ଲୀ ଆସିବେନି ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଅଲପାନ ବନ୍ଦୋପାଧ୍ୟାୟ!

କୋଲକାତା(ବଡ଼ ଖବର ବ୍ୟୁରୋ): ବଢ଼ିବାରେ ଲାଗିଛି କେନ୍ଦ୍ର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦ । ଆଉ ବାତ୍ୟା ‘ୟାଶ’ ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ପଶ୍ଚିମବଙ୍ଗ ଗସ୍ତ ପରେ ଏହି ତିକ୍ତତା ଆହୁରି ବୃଦ୍ଧି ପାଇଛି । ଏହି ତିକ୍ତତା ମଧ୍ୟରେ ଏବେ ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଅଲପାନ ବନ୍ଦୋପାଧ୍ୟାୟ ମଧ୍ୟ ଯୋଡ଼ି ହୋଇଯାଇଛନ୍ତି । ନିକଟରେ ଅଲପାନଙ୍କୁ କେନ୍ଦ୍ର ଗୃହମନ୍ତ୍ରାଳୟ ଏହି ଆଇଏଏସଙ୍କୁ ଦିଲ୍ଲୀ ଫେରିଯିବାକୁ ନୋଟିସ ଜାରି କରିଥିଲା ।

ଯେଉଁଥିପାଇଁ ପଶ୍ଚିମବଙ୍ଗ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରି କହିଥିଲେ ଯେ, ଆପଣଙ୍କ ଗୋଡ଼ ଧରିବାକୁ ପ୍ରସ୍ତୁତ ଅଛି କିନ୍ତୁ ଅଲପାନ ବନ୍ଦୋପାଧ୍ୟାୟଙ୍କୁ ଫେରାଇ ଦିଅନ୍ତୁ । ତେବେ ବର୍ତ୍ତମାନ ଅଲପାନ ଦିଲ୍ଲୀ ଆସିବେ ନାହିଁ ବୋଲି ସୂଚନା ମିଳିଛି । ଆଜି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୈଠକରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା