Masthead

ସିବିଏସଇ ଦ୍ୱାଦଶ ପରୀକ୍ଷାର ସୁପ୍ରିମକୋର୍ଟରେ ଶୁଣାଣି ଜୁନ ୩ ପର୍ଯ୍ୟନ୍ତ ସ୍ଥଗିତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସିବିଏସଇ ୨୦୨୧ ଦ୍ୱାଦର୍ଶ ବୋର୍ଡ଼ ପରୀକ୍ଷା ପାଇଁ ଆଜିର ଶୁଣାଣି ସ୍ଥଗିତ । ଜୁନ ୩ତାରିଖ ପର୍ଯ୍ୟନ୍ତ ଏହି ଶୁଣାଣିକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ । ଏନେଇ କେନ୍ଦ୍ର ସରକାର ଦୁଇ ଦିନ ମଧ୍ୟରେ ଚୂଡ଼ାନ୍ତ ନିଷ୍ପତ୍ତି ଗ୍ରହଣ କରିବେ ତେଣୁ ଗୁରୁବାର ପର୍ଯ୍ୟନ୍ତ ସମୟ ମାଗି ତା’ପରେ ଶୁଣାଣି ତାରିଖ ଧାର୍ଯ୍ୟ କରିବେ ବୋଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିଥିଲେ । ଏହାପରେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି ।

ସିବିଏସଇ ଓ ଆଇସିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ ବିଷୟରେ ସରକାରଙ୍କ ନିଷ୍ପତ୍ତି ଜାଣିବା ପରେ ଜୁନ ୩ ତାରିଖରେ ଏନେଇ ଶୁଣାଣି କରିବେ ସୁପ୍ରିମକୋର୍ଟ । ତେବେ ଜୁଲାଇ ମାସରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା କରାଇବାକୁ ସରକାର ନିଷ୍ପତ୍ତି ନେଇଥିଲେ । କିନ୍ତୁ ମହାମାରୀର ଦ୍ୱିତୀୟ ଲହର ପାଇଁ ଏହାକୁ ସ୍ଥଗିତ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’