Masthead

ରାଜ୍ୟରେ କମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା, ଆଜି ସର୍ବାଧିକ ୩୭ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆଜି ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । କିଛି ଦିନ ହେବ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩୦ ପାର କରୁଛି । ତେବେ ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି । ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ, କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି ।

ସେହିଭଳି ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ନୂଆପଡ଼ା , ରାୟଗଡ଼ା, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି । ତେବେ ବଲାଙ୍ଗୀର, ଗଜପତି, ଗଞ୍ଜାମ, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁଽରଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ