Masthead

ଭାରତରେ ସୃଷ୍ଟି ଭୂତାଣୁ ଭାରିଆଣ୍ଟର ହେଲା ନାମକରଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତରେ ଦେଖା ଦେଇଥିବା ଭୂତାଣୁ ଷ୍ଟ୍ରେନର ନାମକରଣ କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଭାରତରେ ଦେଖାଦେଇଥିବା କରୋନା ଭୂତାଣୁ ପ୍ରଜାତିକୁ ଭାରତୀୟ ଭାରିଆଣ୍ଟ ବୋଲି କୁହାଯିବାକୁ ନେଇ ଆପତ୍ତି କରିଥଇଲା ଭାରତ । ଏବେ ଏହାର ନାମରଣ କରି ଏହାର ନାଁ ‘ଡେଲଟା’ ରଖିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ତେବେ ଆଗରୁ ଇଂଲଣ୍ଡରେ ଦେଖାଦେଇଥିବା କରୋନା ଷ୍ଟ୍ରେନର ମଧ୍ୟ ନାମକରଣ କରାଯାଇଥିଲା । ଯାହାର ନାଁ ରଖାଯାଇଥିଲା ‘କାପା’ ।

ସେହିପରି ଦକ୍ଷିଣ ଆଫ୍ରିକାରେ ମଧ୍ୟ ଦେଖାଦେଇଥିବା ଷ୍ଟ୍ରେନର ନାଁ ‘ବିଟା’ ଓ ବ୍ରାଜିଲରେ ଦେଖାଦେଇଥିବା ଷ୍ଟ୍ରେନର ନାଁ ‘ଗାମା’ ରଖାଯାଇଛି । ସେହିପରି ବିଶ୍ୱରେ ଦେଖାଦେଇଥିବା କରୋନାର ଅନ୍ୟ ଭାରିଆଣ୍ଟର ମଧ୍ୟ ନାମକରଣ କରିଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଗ୍ରୀକ ଶବ୍ଦରୁ ଏହି ନାମ ଅଣାଯାଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼