Masthead

ଏମ୍ସରେ ଭର୍ତ୍ତି ହେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ. ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି । ସେ ହଠାତ ଅସୁସ୍ଥ ହୋଇଥିବା କାରଣରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି । ତେବେ କିଛି ଦିନ ତଳେ ରମେଶ ପୋଖରିଆଲ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ । ଏବେ ପୁଣି ଅସୁସ୍ଥତା ଅନୁଭବ କରିଛନ୍ତି ।

ଗତ ୨୧ ତାରିଖରେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ ଡ. ରମେଶ ପୋଖରିଆଲ୍ । ଏନେଇ ସେ ଟ୍ୱିଟ କରି ସୂଚନା ମଧ୍ୟ ଦେଇଥିଲେ । ଏହା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସା ଚାଲିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ