Masthead

ଅନୁଗୁଳରେ ଆରମ୍ଭ ହେଲା ୨୭୦ ଶଯ୍ୟା ବିଶିଷ୍ଟ କୋଭିଡ଼ କେୟାର ସେଣ୍ଟର

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳରେ ଜେଏସପିଏଲ ଦ୍ଵାରା ୨୭୦ ଶଯ୍ୟା କୋଭିଡ କେୟାର ସେଣ୍ଟର ଆରମ୍ଭ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ଵାରା ଜେଏସପିଏଲ, ଅନୁଗୁଳ ଠାରେ ୨୭୦ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର ଉଦଘାଟନ କରାଯାଇଛି । ଏଥିରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ  ମଧ୍ୟ ଉପସ୍ଥିତ ଥିଲେ । ଓଡ଼ିଶାରେ କୋଭିଡ କେୟାର ସେଣ୍ଟର ସ୍ଥାପନ କରିବାରେ ଜେଏସପିଏଲ ଓଡିଶାର ପ୍ରଥମ ବୃହତ୍ତ ଶିଳ୍ପାନୁଷ୍ଠାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ