Masthead

ରନ୍ଧନ ଗ୍ୟାସ ବିସ୍ଫୋରଣ ଘଟି ୮ ମୃତ, ୭ ଗୁରୁତର

ଗୋଣ୍ଡା(ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ଉତ୍ତର ପ୍ରଦେଶ ଗୋଣ୍ଡା ଜିଲ୍ଲାରେ ଘଟିଛି ରନ୍ଧନ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ । ଏଥିରେ ୪ଜଣ ପିଲାଙ୍କ ସହ ୮ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେହିପରି ୭ଜଣ ଆହତ ହୋଇଛନ୍ତି । ଏହି ବିସ୍ଫୋରଣ ୱାଜିରଗଞ୍ଜ ଅଞ୍ଚଳ ଅନ୍ତର୍ଗତ ଟିକ୍ରି ଗ୍ରାମରେ ଘଟିଛି । ତେବେ ଏହି ବିସ୍ଫୋରଣ ହେତୁ ପାଖରେ ଥିବା ଅନ୍ୟ ଦୁଇଟି ଘର ମଧ୍ୟ ଭୁଶୁଡ଼ି ପଡ଼ିଛି ।

ରୋଷେଇ କରୁଥିବା ସମୟରେ ସିଲିଣ୍ଡର ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି । ତେବେ ବିସ୍ଫୋରଣରେ ଭୁଶୁଡ଼ି ପଡ଼ିଥିବା ଘରଗୁଡ଼ିକର ଛାତତଳେ ପ୍ରାୟ ୧୪ଜଣ ଲୋକ ଚାପି ହୋଇ ରହିଯାଇଥିଲେ । ୪ଜଣ ମହିଳା ୪ଜଣ ପିଲାଙ୍କ ଶବ ଉଦ୍ଧାର କରିଛି ପୋଲିସ । ଆହତ ହୋଇଥିବା ୭ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି