Masthead

୨୪ ଘଣ୍ଟାରେ କରୋନା ଜନିତ ମୃତ୍ୟୁ ଶୂନ, ଜାଣନ୍ତୁ କେଉଁଠି

(ବଡ଼ ଖବର ବ୍ୟୁରୋ): ସବୁଆଡ଼େ ବ୍ୟାପିଥିବା କରୋନା ଭାଇରସକୁ ପ୍ରତିହତ କରିବାରେ ଟିକା ଏକ ବିଶେଷ ଭୂମିକା ନିର୍ବାହ କରୁଛି । ଟିକା ପାଇଁ ନିୟନ୍ତ୍ରଣରେ ଆସିଛି କରୋନା । ତେବେ ବିଶ୍ୱରେ ଏକ ଏପରି ଦେଶ ରହିଛି ଯେଉଁଠାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଏବେ ଶୂନକୁ ଆସିଛି । ସେହି ଦେଶ ହେଉଛି ବ୍ରିଟେନ । ଏଠାରେ ମାର୍ଚ୍ଚ ୨୦୨୦ପରେ ପ୍ରଥମ ଥର ପାଇଁ କରୋନାରେ ୨୪ଘଣ୍ଟାରେ କାହାରି ମୃତ୍ୟୁ ହୋଇନି ।

ଗତବର୍ଷ ବ୍ରିଟେନରେ ଦେଖାଦେଇଥିବା କରୋନା ସଂକ୍ରମଣ ବିସ୍ଫୋରକ ରୂପ ନେଇଥିଲା । ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ରେକର୍ଡ଼ କରାଯାଇଥିଲା । ଆଉ ୨୦୨୦ପରେ ଗତ ୨୪ଘଣ୍ଟା ମଧ୍ୟରେ ବ୍ରିଟେନରେ କୌଣସି ଲୋକଙ୍କ ମୃତ୍ୟୁ ହୋଇ ନଥିବା ରେକର୍ଡ଼ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି