Masthead

ରାଜ୍ୟରେ ପୁଣି ରେକର୍ଡ଼ କଲା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୪୨ ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପ୍ରତିଦିନ ରେକର୍ଡ଼ ସୃଷ୍ଟି କରୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା । ଆଜି ମଧ୍ୟ ରାଜ୍ୟରେ ନୂଆ ରେକର୍ଡ ସୃଷ୍ଟି କରୁଛି କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ଘଣ୍ଟାରେ ୪୨ ଜୀବନ ନେଇଛି ମହାମାରୀ କରୋନା । ସୁନ୍ଦରଗଡ଼ରୁ ସର୍ବାଧିକ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଳାହାଣ୍ଡି ଓ କଟକରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଝାରସୁଗୁଡ଼ା, ଖୋର୍ଦ୍ଧା, ଓ ବୌଦ୍ଧରୁ ୩ ଜଣ ଲେଖାଏଁ ମୃତ ।

ଅନୁଗୁଳ, ବାଲେଶ୍ବର, ବଲାଙ୍ଗିର ଓ ଦେବଗଡ଼, ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ରାୟଗଡ଼ାରୁ ରୁ ୨ ଜଣ ଲେଖାଏଁ ମୃତ । ପୁରୀ, ଗଞ୍ଜାମ, ବରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ । ତେବେ ଗତକାଲି ମଧ୍ୟ ରାଜ୍ୟରେ ୪୦ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା