Masthead

ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକାରୀ ଅଧ୍ୟକ୍ଷ ବିଜୟ ସାହୁଙ୍କ ପରଲୋକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆଦର୍ଶ ବିଦ୍ୟାଳୟର କାର୍ଯ୍ୟକାରୀ ଅଧ୍ୟକ୍ଷ ବିଜୟ ସାହୁଙ୍କ ପରଲୋକ । ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ପ୍ରତିଷ୍ଠାତା ମଧ୍ୟ ଥିଲେ ବିଜୟ ସାହୁ । ତେବେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ଲୋକ ସମ୍ପର୍କ ଅଧିକାରୀ ଶରତ କର ।

ତେବେ ବିଜୟ ସାହୁ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ । ଏହାପରଠାରୁ ତାଙ୍କ ଶରୀରରେ ଅନେକ ସମସ୍ୟା ଦେଖାଦେଇଥିଲେ । ସେ ଗୁରୁତର ହୋଇଥିଲେ । ଏହାପରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ହାଇଦ୍ରାବାଦ ନିଆଯାଇଥିଲା । କିନ୍ତୁ ସେଠାରେ ତାଙ୍କର ପରଲୋକ ହୋଇଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ