Masthead

ସାମ୍ବାଦିକଙ୍କୁ ବାଲି ମାଫିଆଙ୍କ ଆକ୍ରମଣ

ନିଶ୍ଚିନ୍ତ କୋଇଲି (ବଡ଼ ଖବର ବ୍ୟୁରୋ): ବାଲି ମାଫିଆଙ୍କୁ ପ୍ରତିବାଦ କରିବାରୁ ସାମ୍ବାଦିକଙ୍କୁ ମାଡ । ଶୁକ୍ରବାର ସାଢେ ୭ ସମୟରେ ନେମାଳ ଦେମକ୍ଷଣ୍ଡ ବାଲି ଘାଟରେ ବାଲି ମାଫିଆଙ୍କ ଅରାଜକତାକୁ ସ୍ଥାନୀୟ ସାମ୍ବାଦିକ ବିନୟ କୁମାର ଦାସ ଓ ସାମ୍ବାଦିକ ଗୋବିନ୍ଦ ଦାସ ପ୍ରତିବାଦ କରିବାରୁ ସାମ୍ବାଦିକ ଦ୍ଵୟ ଆକ୍ରମଣର ଶିକାର ହୋଇଛନ୍ତି ।

ଗ୍ରାଉଣ୍ଡ ଜିରୋରୁ ଖବର ସଂଗ୍ରହ କରିବାକୁ ଯାଇଥିବା ବେଳେ ବାଲି ମାଫିଆମକ୍ଷନେ ମାରଣାଅସ୍ତ୍ର ଦେଖାଇ ସେମାନଙ୍କୁ ଧମକ ଚମକ ଦେଇଥିଲେ । ସାମ୍ବାଦିକ ଦ୍ବୟ ସେଠାରୁ ଖସି ଆସି ନେମାଳ ଥାନାରେ ବାଲି ମାଫିଆଙ୍କ ନାମରେ ଲିଖିତ ଅଭିଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ