Masthead

ପରଲୋକରେ ଶଲାବୁଢା

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ଅଟଳ ବିହାରୀ ପଣ୍ଡାଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ବୟସ ହୋଇଥିଲା । ସେ ସେପ୍ଟିସେମିଆରେ ରୋଗରେ ପିଡ଼ିତ ହୋଇ ଗତ ୧୦ ଦିନ ଧରି ଚିକିତ୍ସିତ ହେଉଥିଲେ । ଅଟଳ ବିହାରୀଙ୍କ ମୃତ୍ୟୁ ନେଇ ତାଙ୍କ ସାନ ପୁଅ ସୂଚନା ଦେଇଛନ୍ତି । ଅଟଳ ବାହରୀ ପଣ୍ଡା ଶଲାବୁଢ଼ା ପାଇଁ ଓଡ଼ିଶାର ଘରେ ଘରେ ପରିଚିତ ଥିଲେ । ଏହାଛଡ଼ା ଏଥିପାଇଁ ସେ ଜାତୀୟ ପୁରସ୍କାର ମଧ୍ୟ ପାଇଥିଲେ ।

କିଛି ଦିନ ତଳେ ସେ ହସ୍ପିଟାଲରୁ ଘରକୁ ଡିସଚାର୍ଜ ହୋଇଥିଲେ । କିନ୍ତୁ ପୁଣି ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ