Masthead

କମୁନି କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା କମିବାକୁ ଲାଗିଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁନି । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୦ଜଣ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଝାରସୁଗୁଡା ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର ଓ ଦେବଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯୫୨ଜଣ କରୋନାରେ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା