Masthead

ଦିଲ୍ଲୀରେ ଆରମ୍ଭ ହେଲା ଅନଲକ ପ୍ରକ୍ରିୟା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣକୁ ପ୍ରତିହତ କରିବାକୁ ଏପ୍ରିଲ ୧୯ ତାରିଖରୁ ଦିଲ୍ଲୀରେ ଜାରି ହୋଇଥିବା ଲକଡାଉନକୁ କୋହଳ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ତେବେ ଲକଡାଉନ ଜାରି ରହିଥିଲେ ମଧ୍ୟ କିଛି କଟକଣା ଉପରେ କୋହଳ କରିଛନ୍ତି ରାଜ୍ୟ ସରକାର । ଦେଶର ରାଜଧାନୀ ଦିଲ୍ଲୀରେ ଯୁଗ୍ମ ଅଯୁଗ୍ମ ଅଧାରରେ ସ୍ଥାନୀୟ ବଜାର ସବୁ ଖୋଲିବ । ସେହିପରି ଦୂର ଦୂର ଛାଡ଼ି ରହିଥିବା ଦୋକାନ ସବୁ ଦୈନିକ ଖୋଲିବ ।

ସେହିପରି ୫୦% କର୍ମଚାରୀଙ୍କୁ ନେଇ ଘରୋଇ ଅଫିସ ସବୁ କାର୍ଯ୍ୟ କରିବା ପାଇଁ ଅନୁମତି ପାଇବେ। ସରକାରୀ ଅଫିସ୍‌ ସବୁ ୧୦୦% ‘ଗ୍ରୁପ୍‌ ଏ’ ଏବଂ ୫୦% ‘ଗ୍ରୁପ୍‌ ବି’ କର୍ମଚା‌ରୀମାନଙ୍କୁ ନେଇ କାର୍ୟ୍ୟ କରିପାରିବେ। ସେହିପରି ୫୦% ଯାତ୍ରୀଙ୍କୁ ନେଇ ଦିଲ୍ଲୀ ମେଟ୍ରୋସେବା ବି ଆରମ୍ଭ କରାଯାଇପାରିବ ବୋଲି ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼