Masthead

ପିଲାଙ୍କ ଉପରେ କୋଭାକ୍ସିନ ଟିକାର ଟ୍ରାଏଲ ଆରମ୍ଭ କରିବ ଦିଲ୍ଲୀ ଏମ୍ସ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠାରୁ ପିଲାଙ୍କ ଉପରେ କୋଭାକ୍ସିନ ଟିକାର ଟ୍ରାଏଲ ଆରମ୍ଭ କରିବ ଦିଲ୍ଲୀ ଏମ୍ସ । ୨ ରୁ ୧୮ ବର୍ଷ ବର୍ଗଙ୍କ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ତୃତୀୟ କ୍ଲିନିକାଲ ପରୀକ୍ଷା ପାଇଁ ଭାରତ ବାୟୋଟେକର କୋଭାକ୍ସିନ ଡିସିଜିଆଇ ଦ୍ୱାରା ଅନୁମୋଦିତ ହୋଇଛି । ତୃତୀୟ ଲହରରେ ପିଲାମାନଙ୍କୁ ଅଧିକ ପ୍ରଭାବିତ କରିବାର ସମ୍ଭାବନା ଅଧିକ ରହିଥିବା ବିଶେଷଜ୍ଞ ଚେତାବନୀ ଦେଇଛନ୍ତି ।

ତେବେ ଭାରତରେ ପିଲାମାନଙ୍କ ଉପରେ ଟିକା ପରୀକ୍ଷା ଆରମ୍ଭ ହୋଇଛି । ପୂର୍ବରୁ ପାଟନା ଏମ୍ସରେ ଟିକା ଟ୍ରାଏଲ କରାଯାଇଥିବା ବେଳେ ଏବେ ଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡୁିକାଲ ସାଇନ୍ସ ସୋମବାର ଦିନ ଶିଶୁ ମାନଙ୍କ ଉପରେ ସ୍ୱଦେଶୀ ଭାରତ ବାୟୋଟେକର କୋଭାକ୍ସିନର କ୍ଲିନିକାଲ ଟ୍ରାଏଲ ଆରମ୍ଭ ହେବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ