Masthead

‘ୟାଶ’ର କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶା ଆସିଲେ କେନ୍ଦ୍ରୀୟ ଟିମ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାତ୍ୟା ୟାଶର କ୍ଷୟକ୍ଷତି ଆକଳନ କରିବା ପାଇଁ ଓଡ଼ିଶା ଆସିଛନ୍ତି ଆନ୍ତଃମନ୍ତ୍ରୀ ସ୍ତରୀୟ କେନ୍ଦ୍ରୀୟ ଟିମ୍ । ଏହି ଟିମର ନେତୃତ୍ୱ ନେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ସୁନୀଲ କୁମାର ବର୍ନୱାଲ୍ । ଆଜି, ବାତ୍ୟାରେ ସର୍ବାଧିକ ପ୍ରଭାବିତ ହୋଇଥିବା ୪ଟି ଜିଲ୍ଲା ଗସ୍ତ କରିବା କାର୍ୟ୍ୟକ୍ରମ ରହିଛି । ଦୁଇଟି ଭାଗରେ ବିଭକ୍ତ ହୋଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଂଜ ଗସ୍ତରେ ଯାଇ ଏହି ଟିମ୍ ବାତ୍ୟା କ୍ଷୟକ୍ଷତିର ଆକଳନ କରିବେ ।

କ୍ଷୟକ୍ଷତି ନେଇ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବେ କେନ୍ଦ୍ରୀୟ ଟିମ୍ । ଆଜି ଏନେଇ ଏସଆରସି ପିକେ ଜେନା ହୋଟେଲ ମେ ଫେୟାରରେ ଏକ ବୈଠକ କରିଥିଲେ । ଏଥିରେ ବାତ୍ୟା ୟସ କ୍ଷୟକ୍ଷତି ନେଇ କେନ୍ଦ୍ରୀୟ ଟିମକୁ ଅବଗତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ