Masthead

ପାକିସ୍ତାନରେ ଟ୍ରେନ ଦୁର୍ଘଟଣା, ୩୦ରୁ ଅଧିକ ମୃତ

(ବଡ଼ ଖବର ବ୍ୟୁରୋ): ଯାତ୍ରୀବାହୀ ଟ୍ରେନ ଦୁର୍ଘଟଣାଗ୍ରସ୍ତ । ଏଥିରେ ୩୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି । ଏହି ଦୁର୍ଘଟଣା ଘଟିଛି ପାକିସ୍ତାନର ଘୋଟକି ଜିଲ୍ଲାର ଧାରକି ନାମକ ଏକ ସହର ପାଖରେ । ସାର ସାୟଦ ନାମକ ଏକ୍ସପ୍ରେସ ଟ୍ରେନ ଲାହୋର ଅଭିମୁଖେ ଯାଉଥିବା ବେଳେ ମିଲିଆତ ଏକ୍ସପ୍ରେସ ସହ ମୁହାଁମୁହିଁ ଦୁର୍ଘଟଣା ହୋଇଛି ।

ଉଭୟ ଟ୍ରେନ ଏବେ ରେଳ ଧାରଣା ଉପରେ ପଡ଼ିରହିଛି । ତେବେ ସ୍ଥାନୀୟ ଲୋକ ଏବଂ ପ୍ରଶାସନ ଆହତ ଲୋକଙ୍କୁ ଉଦ୍ଧାର କରିଛନ୍ତି । କରୋନା ମହାମାରୀ ପାଇଁ ଟ୍ରେନରେ ଯାତ୍ରୀ ସଂଖ୍ୟା ଅଧିକ ନଥିବା ଜଣା ପଡ଼ିଛି । ସୂଚନାଯୋଗ୍ୟ, ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା ଏବେ ସାଧାରଣା ଘଟଣା ପାଲଟି ଯାଇଛି। ଦୁର୍ବଳ ସିଗନାଲ ବ୍ୟବସ୍ଥା ପାଇଁ ଏଭଳି ଦୁର୍ଘଟଣା ଘଟୁଥିବା ସୂଚନା ରହିଛି। ସେଠିକାର ସରକାର ସିଗନାଲକୁ ସଜାଡିବା ଉପରେ ଗୁରୁତ୍ୱ ଦେଉନଥିବା ସୂଚନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ