Masthead

ଆନ୍ଧ୍ରପ୍ରଦେଶରେ ଘୁଞ୍ଚିଲା ଲକଡାଉନ

ହାଇଦ୍ରାବାଦ(ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣକୁ ଦେଖି ବିଭିନ୍ନ ରାଜ୍ୟରେ ଲକଡାଉନ କୋହଳ କରାଯାଉଛି ତ କେଉଁଠି  ଲକଡାଉନ ବଢ଼ାଯାଉଛି। ଏହି କ୍ରମରେ ଆନ୍ଧ୍ରପ୍ରଦେଶରେ ପୁଣି ବଢ଼ିଛି କରୋନା  କର୍ଫ୍ୟୁ। ଜୁନ୍‌ ୨୦ ଯାଏ ଏହି ଅବଧିକୁ ବୃଦ୍ଧି କରିଛନ୍ତି ଆନ୍ଧ୍ର ସରକାର। ଏ ନେଇ ଆନ୍ଧ୍ର ସରକାର ସୋମବାର ପୂର୍ବରୁ ଜାରି ରହିଥିବା କରୋନା କର୍ଫ୍ୟୁ ଅବଧିକୁ ଜୁନ୍ ୨୦ ପର୍ୟ୍ୟନ୍ତ ବୃଦ୍ଧି କରିଛନ୍ତି।

ତେବେ କରୋନା କର୍ଫ୍ୟୁ ବଢିବା ସହିତ କଟକଣାକୁ କିଛିଟା କୋହଳ ମଧ୍ୟ କରାଯାଇଛି। ନୂତନ ନିୟମ ଅନୁଯାୟୀ, ସକାଳ ୬ ଟାରୁ ଅପରାହ୍ନ ୨ ଟା ପର୍ୟ୍ୟନ୍ତ କର୍ଫ୍ୟୁ କଟକଣାରେ କୋହଳ କରାଯିବ। ଏହାସହିତ ସରକାରୀ କାର୍ୟ୍ୟାଳୟଗୁଡ଼ିକୁ ସକାଳ ୮ ଟାରୁ ୨ ଟା ପର୍ୟ୍ୟନ୍ତ ଖୋଲିବାକୁ ଅନୁମତି ଦିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ