Masthead

ଆଜି ସର୍ବାଧିକ ୪୫ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଜନିତ ମୃତ୍ୟୁ ସଂଖ୍ୟା । ଗତ ୨୪ଘଣ୍ଟାରେ ସର୍ବାଧିକ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । ରାଜ୍ୟରେ ଆଜି ୪୫ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣଙ୍କ ମୃତ୍ୟୁ ହୋଇଛି ।

ସୁନ୍ଦରଗଡ଼ରୁ ୪, ଗଞ୍ଜାମ ଓ ପୁରୀରୁ ୩, ବରଗଡ଼, ଗଜପତି, ସମ୍ବଲପୁର, ଯାଜପୁର, ଜଗତସିଂହପୁର, ମୟୁରଭଞ୍ଜ, ଝାରସୁଗୁଡ଼ା ଓ ସୁବର୍ଣ୍ଣପୁରରୁ ୨ । ଅନ୍ୟ ୩ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’