Masthead

ଜୁଲାଇ ମାସରେ ହୋଇପାରେ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜୁଲାଇ ମାସରେ ବସିବ ମୌାସୁମୀ ଅଧିବେଶନ । ଏନେଇ ମଙ୍ଗଳବାର ଗଣମାଧ୍ୟମକୁ ଜଣାଇଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ । ଜୁଲାଇ ମାସରେ ସ୍ୱାଭାବିକ ସମୟ ଅନୁସାରେ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବ ବୋଲି ସେ ଆଶାବାଦୀ ଅଛନ୍ତି । ତେବେ ଏ ବର୍ଷ କି ଉପାୟରେ ମୌସୁମୀ ଅଧିବେଶନ ଆରମ୍ଭ ହେବ ସେ ନେଇ ବିଚାର ବିମର୍ଶ ଚାଲିଛି ।

ସଂସଦର ଅଧିକାଂଶ ସାଂସଦମାନେ କୋଭିଡ଼ର ପ୍ରଥମ ଡୋଜ ଟିକା ନେଇସାରିଛନ୍ତି ଯେଉଁ କାରଣରୁ ଆସନ୍ତା ମାସରେ ସଂସଦର ଅଧିବେଶନ ବସିବ ବୋଲି ସରକାରୀ କର୍ତ୍ତୁପକ୍ଷ କହିଛନ୍ତି । ସେହିପରି ଜୁନ ତୃତୀୟ ସପ୍ତାହରୁ ‘ପାର୍ଲାମେଣ୍ଟ ଷ୍ଟାଣ୍ଡିଂ କମିଟି’ ଅଧିବେଶନର ମଧ୍ୟ ପୁନରାରମ୍ଭ ହେବାର ସମ୍ଭାବନା ରହିଛି । ତେବେ ୨୦୨୦ରେ କରୋନା ମହାମାରୀ ପାଇଁ ସଂସଦର ମୌସୁମୀ ଅଧିବେଶନ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ