Masthead

ଯୁକ୍ତ ଦୁଇ ପରୀକ୍ଷା ବାତିଲ ପରେ ୟୁଜି ପିଜି ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱରେ ଛାତ୍ରଛାତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଯୁକ୍ତ୨ ପରୀକ୍ଷା ବାତିଲ ପରେ ଏବେ ୟୁଜି ଓ ପିଜି ପରୀକ୍ଷା ହେବା ନେଇ ଛାତ୍ର ଛାତ୍ରୀ ଦ୍ୱନ୍ଦ୍ୱରେ । ଆସନ୍ତା ୧୨ ତାରିଖରେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବୈଠକ ବସିବ । ସମସ୍ତ ବିଶ୍ୱ ବିଦ୍ୟାଳୟ କୁଳପତି ଉପସ୍ଥିତ ରହି ସେମାନଙ୍କ ମତାମତ ଦେବେ । ସେହିପରି ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ ନେଇ ଆଉ ଏକ ବୈଠକ ଅନୁଷ୍ଠିତ ହେବ । ସେଥିରେ ଏହି ପରୀକ୍ଷା ସମ୍ପର୍କରେ ଅଧ୍ୟମାନଙ୍କର ମାତମତ ନିଅଯିବ । ଏହାପରେ ଉଚ୍ଚ ଶିକ୍ଷା ବିଭାଗ ପଦକ୍ଷେପ ନେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ