Masthead

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟ କ୍ୟାବିନେଟ୍ । ଅପରାହ୍ନ ୫ ଟା ୪୫ ମିନିଟରେ ରାଜ୍ୟ କ୍ୟାବିନେଟର ଗରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ବୈଠକରେ ଅଧ୍ୟକ୍ଷତା କରିବେ । ଆଜି କ୍ୟାବିନେଟ ବୈଠକରେ ସୁକ୍ଷ୍ମ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, କୃଷି, ସ୍ୱସ୍ଥ୍ୟ, ଜଳ ସମ୍ପଦ ଭଳି କେତେକ ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରାୟ ୧୦ ଟି ପ୍ରସ୍ତାବକୁ ମଳିବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟସଭା ଯିବେ କମଲ ହାସନ! 🔴 ଭିଜିଲାନ୍ସ ଜାଲରେ RI 🔴 ରାଜ୍ୟରେ ୫ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ 🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା 🔴 ରାଜ୍ୟସଭା ଯିବେ କମଲ ହାସନ! 🔴 ଭିଜିଲାନ୍ସ ଜାଲରେ RI 🔴 ରାଜ୍ୟରେ ୫ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ 🔴 ପୁଞ୍ଜିଲାଲ ମେହେରକୁ ଆଜୀବନ କାରାଦଣ୍ଡ 🔴  ଆଜିଠାରୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା 🔴 ପାଟଣାଗଡ଼ ପାର୍ସଲ୍ ବୋମା ମାମଲା, ଆଜି ଆସିବ ରାୟ 🔴 ମୋଦିଙ୍କ ବିଦେଶୀ ସାମଗ୍ରୀ ବର୍ଜନ ଅପିଲ 🔴 ‘ଇଟାର ଜବାବ ପଥରେ ଦେବୁ’ 🔴 ବେଆଇନ ବନ୍ଧୁକ ତିଆରି କାରଖାନା ଠାବ 🔴 ଆକ୍ସନ ମୋଡରେ ବିଧାୟକ ପବିତ୍ର ସାଉଁନ୍ତା