Masthead

ଅଷ୍ଟ୍ରେଲିଆରେ ଥାଇ ବି ଭିଟା ମାଟି ମୋହ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ଦୂରେ ଥାଇ ବି ନିଜ ଭିଟା ମାଟି ମୋହ । କରୋନା ଭଳି ମହାମାରୀ ସମୟରେ ବଲାଙ୍ଗିର ଜିଲ୍ଲାର କୋଭିଡ଼ ସ୍ଥିତି ସୁଧାରିବାକୁ ଆଗେଇ ଆସିଛନ୍ତି ଡାକ୍ତର ଚିତ୍ତରଞ୍ଜ ଯୋଶୀ । ଅଷ୍ଟ୍ରେଲିଆରେ ରହି ନିଜ ଜିଲ୍ଲା ମୁଖ୍ୟ ମେଡିକାଲକୁ ୧୫ଟି ଅକ୍ସିଜେନ କନସେନଟ୍ରେଟର ଦାନ କରିଛନ୍ତି । ଅଷ୍ଟ୍ରେଲିଆରେ ଡାକ୍ତରୀ ସେବା କରୁଥିଲେ ହେଁ ଜନ୍ମମାଟିକୁ ଭୁଲି ନାହାନ୍ତି । ଜନ୍ମମାଟିକୁ ହାତ ସହାୟତାର ହାତ ବଢ଼ାଉଛନ୍ତି ସେ ।

ସେ ଦାନ କରିଥିବା ଅକ୍ସିଜେନ କନସେନଟ୍ରଟରର ଦାମ ରହିଛି ସାଢ଼େ ୧୦ଲକ୍ଷ ଟଙ୍କା । ତାଙ୍କର ଏହି ମହତ କାର୍ଯ୍ୟ ପାଇଁ ଜିଲ୍ଲାପାଳ ଚଞ୍ଚଳ ରାଣା ଓ ସିଡିଏମଓ ଧନ୍ୟବାଦ ଜଣାଇଛନ୍ତି । ଏହା ଦ୍ୱାରା ମେଡିକାଲର ରୋଗୀ ବିଶେଷ ଭାବେ ସାହାଯ୍ୟ ପାଇ ପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ