Masthead

କାନପୁରରେ ସଡ଼କ ଦୁର୍ଘଟଣା, ୧୭ମୃତ

ଲକ୍ଷ୍ନୌ(ବଡ଼ ଖବର ବ୍ୟୁରୋ) ଉତ୍ତରପ୍ରଦେଶର କାନପୁରରେ ସଡ଼କ ଦୁର୍ଘଟଣା, ୧୭ମୃତ । ଟେମ୍ପୋରେ ଯଆଥିବା ବେଳେ ଦୁର୍ଘଟଣା ଘଟିଛି । ସମସ୍ତେ ଏକ ବିସ୍କୁଟ କାରଖାନାରେ କାମ କରୁଥିଲେ । ଦୁର୍ଘଟଣା ନେଇ ସମବେଦନା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୃତକଙ୍କ ପରିବାରକୁ ୨ଲକ୍ଷ, ଆହତଙ୍କୁ ୫୦ହଜାର ଟଙ୍କା ଅନୁକମ୍ପା ରାଶି ଘୋଷଣା କରାଯାଇଛି । ଖବର ପାଇ କାନପୁର ବାହ୍ୟ ପୋଲିସ ଫୋର୍ସ ଘଟଣାସ୍ଥଳରେ ପହଂଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ