Masthead

ମୁମ୍ବାଇରେ ଲାଗି ରହିଛି ବର୍ଷା

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇକୁ ଭିଜାଇ ଦେଲା ମୌସୁମୀ । ମୌସୁମୀ ବାୟୁ ପ୍ରଭାବରେ ମୁମ୍ବାଇ ସମତେ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଲାଗିରହିଛି । ଲଗାଣ ବର୍ଷାରେ ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ସମ୍ପୂର୍ଣ୍ଣ ଭିଜି ଯାଇଛି । ମୁମ୍ବାଇ ମହାନଗରର ବିଭିନ୍ନ ସ୍ଥାନରେ ବର୍ଷାଜଳ ନିଷ୍କାସନ ହୋଇନ ପାରି ବିଷମ ପରିସ୍ଥିତି ସୃଷ୍ଟି କରିଛି ।

ରେଳଧାରଣା ବର୍ଷା ପାଣିରେ ବୁଡି ରହିଥିବାରୁ ଟ୍ରେନ୍ ଚଳାଚଳ ଗୁରୁତର ପ୍ରଭାବିତ ହୋଇଛି । ଖାୁଆ ଅଞ୍ଚଳରେ ବର୍ଷାପାଣି ଲଡଡି ଭାଙ୍ଗୁଛି । ଅନେକ ଯାନବାହନ ପାଣିରେ ବୁଡି ରହିଛି । ବର୍ଷା ଲାଗିରହିଥିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ