Masthead

ଜାଣନ୍ତୁ ଘରୋଇ ହସ୍ପିଟାଲରେ ଟିକା ନେଲେ କେତେ ମୂଲ୍ୟ ଦେବାକୁ ପଡ଼ିବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଟିକା ଦର ଧାର୍ଯ୍ୟକଲେ କେନ୍ଦ୍ର ସରକାର । ୨୧ ଜୁନରୁ ଦେଶବ୍ୟାପି ମାଗଣା ଟିକାକରଣ ଆରମ୍ଭ ହେବାନେଇ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ତେବେ ଘରୋଇ ହସ୍ପିଟାଲ ଗୁଡ଼ିକ ପାଇଁ ଦର ଧାର୍ଯ୍ୟ କରିଛନ୍ତି କେନ୍ଦ୍ର ସରକାର । ବେସରକାରୀ ଭାବେ ଟିକା ନେବାକୁ ଥିଲେ କୋଭାକ୍ସିନ, କୋଭିସିଲ୍ଡ ଓ ସ୍ପୁଟନିକ-ଭିର ଦର ନିର୍ଦ୍ଧାରଣ କରାଯାଇଛି । କୋଭାକ୍ସିନ ଟିକାର ଡୋଜ ପ୍ରତି ୧୨୦୦ଟଙ୍କା, କୋଭିସିଲ୍ଡ ୬୦୦ଟଙ୍କା ସ୍ପୁଟନିକ-ଭି ୯୪୮ଟଙ୍କା ଧାର୍ଯ୍ୟ କରାଯାଇଛି । ତେବେ ପ୍ରତି ଟିକା ଉପରେ ୫% ଜିଏସଟି ଲାଗିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି