Masthead

ପୁରୀ ବ୍ୟତୀତ ସବୁଠି ରଥଟଣା ବନ୍ଦ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ବିନା ଭକ୍ତରେ ହେବ ରଥଯାତ୍ରା । ତେବେ କେବଳ ପୁରୀରେ କଟକଣା ମଧ୍ୟରେ ବିନା ଭକ୍ତରେ ହେବ ରଥଯାତ୍ରା ହେବ । ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବାକୁ ଅନୁମତି ଦିଆଯାଇନାହିଁ । ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଏସଆରସି । ରଥଯାତ୍ରାରେ କେବଳ ସେବାୟତମାନେ ଭାଗ ନେଇପାରିବେ । ତେବେ ଯେଉଁ ସେବାୟତମାନେ ଦୁଇ ଥର ଟିକା ନେଇସାରିଥିବେ କିମ୍ବା ଆରଟିପିସିଆର ରିପୋର୍ଟ ନେଗେଟିଭ ଆସିଥିବ, ସେମାନେ ହିଁ ନୀତିକାନ୍ତିରେ ଭାଗ ନେଇପାରିବେ ।

ଗୋଟିଏ ରଥରେ ୫୦୦ଲୋକରୁ ଅଧିକ ରହିବେ ନାହିଁ । ସେହିପରି ଅନ୍ୟ କୌଣସି ଯାଗାରେ ରଥଯାତ୍ରା ହେବାକୁ ଅନୁମତି ନଥିଲେ ମଧ୍ୟ ମନ୍ଦିର ମଧ୍ୟରେ ନୀତିକାନ୍ତି ହେବ ବୋଲି କୁହାଯାଇଛି । ମନ୍ଦିର ବାହାରେ କୌଣସି ନୀତିକାନ୍ତି ହେବ ନାହିଁ । ପୁରୀରେ ରଥଯାତ୍ରା ସମୟରେ କର୍ଫ୍ୟୁ ଲାଗୁ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା