Masthead

ତୈଳ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ କଂଗ୍ରେସର ଧାରଣା

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ତୈଳ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ କଂଗ୍ରେସର ପ୍ରତିବାଦ । ପିସିସି ଡ଼ାକରାରେ ଆଜି ରାଜ୍ୟ ବ୍ୟାପୀ ବିଭିନ୍ନ ପେଟ୍ରୋଲ ପମ୍ପରେ ଗଣଧାରଣା ଦିଆଯାଇଛି । ସକାଳ ୭ଟାରୁ ୧୧ଟା ପର୍ୟ୍ୟନ୍ତ ୪ଘଂଟା ପାଇଁ ସମସ୍ତ ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ପକ୍ଷରୁ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ତେଲ ଦର ନକମିଲେ ଆଗକୁ ଆନ୍ଦୋଳନ ଆହୁରି ଜୋରଦାର କରାଯିବ କଂଗ୍ରେସ ଚେତାବନୀ ଦେଇଛି । ରାଜଧାନୀରେ ସମସ୍ତ ପେଟ୍ରୋଲ ପମ୍ପ ଆଗରେ ଧାରଣା ଦେଇଛି କଂଗ୍ରେସ । ଅନ୍ୟପଟେ ଏହାର ପ୍ରତିବାଦରେ ରାଜକନିକା ବ୍ଲକ କଂଗ୍ରେସ ପକ୍ଷରୁ ମଧ୍ୟ ପେଟ୍ରୋଲ ଟାଙ୍କିରେ ଗଣଧାରଣା ଦିଆଯାଇଛି । ତେବେ ରାଜକନିକା ବ୍ଲକ କଂଗ୍ରେସ ପକ୍ଷରୁ ରାଜକନିକା ର ବିଭିନ୍ନ ପେଟ୍ରୋଲ ପମ୍ପରେ ଗଣ ଧାରଣା ଦିଆ ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼