Masthead

ନାବାଳକକୁ ଟାଙ୍ଗିଆରେ ହାଣି ହତ୍ୟା

ମୟୁରଭଞ୍ଜ(ବଡ ଖବର ବ୍ୟୁରୋ): ଜମିବାଡି ବିବାଦକୁ ନେଇ ବଳିପଡିଗଲା ନାବାଳକ । ନାବାଳକୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୁତ୍ତ । ଛଟପଟ ହୋଇ ଚାଲିଗଲା ଜୀବନ । ଘଟଣାଟି ଘଟିଛି ମୟୁରଭଞ୍ଜ ଜିଲ୍ଲାରେ । ମୟୁରଭଞ୍ଜ ଜିଲ୍ଲାର ମୋରଡା ଥାନା ଅନ୍ତର୍ଗତ ମହୁଲବଣୀ ଗାଁରେ ହରେକୃଷ୍ଣ ମହାନ୍ତଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି । ଦଶମ ଶ୍ରେଣୀର ଛାତ୍ର ହେଉଛନ୍ତି ହରେକୃଷ୍ଣ ମହାନ୍ତ ଦଶମ ।

ଗୋଚର ଜମିରେ ଘର କରିବାକୁ ନେଇ କିଛି ଲୋକଙ୍କ ସହ ତାଙ୍କର ଗଣ୍ଡଗୋଳ ହୋଇଥିଲା। ଫଳରେ କିଛି ଦୁର୍ବୃତ୍ତ ହରେକୃଷ୍ଣଙ୍କୁ ଗୋଡାଇ ଗୋଡାଇ ଟାଙ୍ଗିଆରେ ହାଣି ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରିଥିବା ଜଣାପଡିଛି। ତେବେ ଏହି ମାମଲାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ଜଣା ପଡିଛି । ଏହି ମାମଲାର ଅଧିକ ତଦନ୍ତ ଚଳାଇଛି ପୋଲିସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’